You are currently viewing ଆଜି ରାଜ୍ୟରୁ ୧୭୦ କରୋନା ପଜିଟିଭ ଚିହ୍ନଟ

ଆଜି ରାଜ୍ୟରୁ ୧୭୦ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ପୁଣି ବଢ଼ିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା | ଆଜି ରାଜ୍ୟରୁ ୧୭୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୯୯ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୭୧ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୩୩୯୨୪୬, ସୁସ୍ଥ ସଂଖ୍ୟା ୩୩୬୨୬୬, ସମୁଦାୟ ସକ୍ରିୟ ସଂଖ୍ୟା ୧୦୦୮, ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି ୬୦ |

ଅନ୍ୟମାନଙ୍କୁ ଜଣାନ୍ତୁ।