ଆଜି ରାଜ୍ୟରୁ ୧୭୪୧ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟରେ ରେକର୍ଡ କରୁଛି କରୋନା | ଆଜି ରାଜ୍ୟରୁ ୧୭୪୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୧୦୧୫ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୭୨୬ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୩୫୧୩୦୨, ସୁସ୍ଥ ସଂଖ୍ୟା ୩୪୦୦୬୨, ସମୁଦାୟ ସକ୍ରିୟ ସଂଖ୍ୟା ୯୨୫୯, ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି ୪୫୯ |

Leave A Reply

Your email address will not be published.