ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୧୮ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୫୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ବାଲେଶ୍ୱରରୁ ସର୍ବାଧିକ ୪ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ପୁରୀ , ସୁନ୍ଦରଗଡର ଓ ନୟାଗଡରୁ ୨ ଜଣ ଲେଖାଏଁ, ସମ୍ବଲପୁର, ବୌଦ୍ଧ, ଯାଜପୁର, କନ୍ଧମାଳ, ଦେଓଗଡ, ଖୋର୍ଦ୍ଧା, କୋରାପୁଟ, ମୟୂରଭଞ୍ଜ,ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

In the Hospital Sick Male Patient Sleeps on the Bed. Heart Rate Monitor Equipment is on His Finger.