You are currently viewing ଆଜି ରାଜ୍ୟରୁ ୧ ହଜାର ୯୯୩ କରୋନା ପଜିଟିଭ ଚିହ୍ନଟ

ଆଜି ରାଜ୍ୟରୁ ୧ ହଜାର ୯୯୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର-୧୨.୦୭.୨୦୨୧, ଆଜି ରାଜ୍ୟରୁ ୧ ହଜାର ୯୯୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୧୧୫୪ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୮୩୯ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୯ ଲକ୍ଷ ୪୧ ହଜାର ୭୪୫, ସୁସ୍ଥ ସଂଖ୍ୟା- ୯ ଲକ୍ଷ ୧୨ ହଜାର ୪୬୩ , ସମୁଦାୟ ସକ୍ରିୟ ସଂଖ୍ୟା ୨୪,୫୬୭ , ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି ୨୮୨୪ । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୨୨ ଆକ୍ରାନ୍ତ ଚିହ୍ନଟ ।

ଅନ୍ୟମାନଙ୍କୁ ଜଣାନ୍ତୁ।