କରୋନାରୁ ସୁସ୍ଥ ହେଲେ ରାଜ୍ୟର ପ୍ରଥମ ପ୍ଲାଜମା ନେଇଥିବା ମହିଳା । ଅଶ୍ୱିନୀ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣେ ୪୮ ବର୍ଷିୟ ମହିଳା ସୁସ୍ଥ ହୋଇଛନ୍ତି । ରାଜ୍ୟର ସେ ହେଉଛନ୍ତି ପ୍ରଥମ ମହିଳା, ଯିଏକି ପ୍ଲାଜମା ଦ୍ୱାରା ଆରୋଗ୍ୟ ଲାଭ କରିଛନ୍ତି । ସମୁଦାୟ ୧୩ଜଣ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଦିଆଗଲାଣି । ତେବେ ପ୍ଲାଜମା ନେବା ପରେ ସମସ୍ତେ ଦୃତ ଗତିରେ ଆରୋଗ୍ୟ ହେଉଛନ୍ତି ବୋଲି ସୂଚନା ମିଳିଛି । ମହିଳା ଜଣଙ୍କ ଆଜି ଡିସ୍ଚାର୍ଜ ହେବାନେଇ ରାଜ୍ୟ ସ୍ୱାସ୍ଥ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ