ରାଜ୍ୟରେ କରୋନା ନେଲା ଦୁଇ ମୁଣ୍ଡ

ଭୁବନେଶ୍ୱର, ରାଜ୍ୟରେ କରୋନା ନେଲା ଦୁଇଜଣଙ୍କ ମୃତ୍ୟୁ ଘଟିଛି । ମୃତକ ଦୁଇ ଜଣଙ୍କ ମଧ୍ୟରୁ ଜଣେ ବଲାଙ୍ଗୀର ଓ ଜଣେ ପୁରୀ ଜିଲ୍ଲାର ବୋଲି ଜଣାପଡିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୯୨୬ରେ ପହଞ୍ଚିଛି ।ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ଏଠାରେ ସୂଚନାଯୋଗ୍ୟ ଯେ, ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୩୭୪ ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.