ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମଣ ସହ କରୋନା ମୃତ୍ୟୁ ସଂଖ୍ୟାରେ ବି ପରିବର୍ତ୍ତନ ଦେଖା ଦେଇଛି । ଆଜି ରାଜ୍ୟରେ କରୋନାରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ଏହିକ୍ରମରେ କରୋନା ମୃତ୍ୟୁ ସଂଖ୍ୟା ୧୮୮୭କୁ ବୃଦ୍ଧି ପାଇଛି । ସମ୍ବଲପୁର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚାଲିଛି ନୂଆ ସଂସଦ ଭବନର ଉଦଘାଟନହୋଟେଲରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟଆଶ୍ୱସ୍ତି ଦେଇଛି କାଳବୈଶାଖୀରାସ୍ତା ସଫା କର ବିଜୁଳି ସଂଯୋଗ ଦିଅକାଳବୈଶାଖୀ ବର୍ଷା ଆଣିଲା ଆଶ୍ୱସ୍ତିଏଥର ମାଗଣା wifi ଓ 1 GB ଡାଟାANS NEWS SUPERFAST [email protected]ଆମ୍ବ ଗୋଟେଇବା ହେଲା କାଳକାହିଁକି ହତ୍ୟା କଲା ଗୋପାଳ ଦାସ ?ରେମୁଣା ଗୋଲେଇ ଛକରେ ଫୁଟିଲା ଗୁଳି