ଭୁବନେଶ୍ୱର, ସ୍ୱେରେଜ କାମ ଚାଲିଥିବା ବେଳେ ଶ୍ୱାସ ରୁଦ୍ଧ ହୋଇ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ଏଭଳି ଏକ ଅଘଟଣ ଘଟିଛି ଭୁବନେଶ୍ୱର ଟଙ୍କପାଣି ରୋଡ ଅଞ୍ଚଳରେ ।
ସୂଚନା ଅନୁସାରେ, ଏହି କାମ ବେଳେ ସେମାନେ ଶ୍ୱାସରୁଦ୍ଧ ହୋଇଯାଇଥିଲେ । ପରେ ଉଭୟ ଶ୍ରମିକଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଥିଲା ଏବଂ ସେଠାରେ ଡାକ୍ତର ଉଭୟ ଶ୍ରମିକଙ୍କୁ ମୃତ ଘୋଷଣା କରିଛନ୍ତି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍