ରାଜ୍ୟରେ କରୋନା ନେଲା ୨ ଜୀବନ

ଭୁବନେଶ୍ୱର, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବା ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଆଜି କରୋନା ୨ଜଣଙ୍କର ଜୀବନ ନେଇଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୮୫ରେ ପହଞ୍ଚିଛି।

Leave A Reply

Your email address will not be published.