ଭୁବନେଶ୍ୱର -୧୨.୦୫.୨୦୨୧, ଝାରପଡା ଜେଲରୁ ମିଳିଲା ମୋବାଇଲ । ମାଟି ତଳେ ପୋତା ହୋଇ ରହିଥିବା ବେଳେ ୨ ଟି ମୋବାଇଲ ଜବତ ହୋଇଛି । ‘ଅପରେସନ କ୍ଳିନ’ ଅଭିଯାନରେ ମୋବାଇଲ ଜବତ ହୋଇଛି । ସୁରକ୍ଷା ବ୍ୟବସ୍ଥା କଡାକଡି ପରେ ମଧ୍ୟ ଜେଲ ଭିତରୁ ମୋବାଇଲ ମିଳିବା ସୁରକ୍ଷା ବ୍ୟବସ୍ଥା ଅବହେଳାକୁ ଦର୍ଶାଉଛି । ଏନେଇ ଲକ୍ଷ୍ମୀସାଗର ଥାନାରେ ମାମଲା ରୁଜୁ କରାଯାଇଛି ।
ଏଠାରେ ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ଝାରପଡା ଜେଲରୁ ଏ ଯାଏଁ ସମୁଦାୟ ୧୨ ଟି ମୋବାଇଲ ଜବତ ହେଲାଣି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍