You are currently viewing ରାଜ୍ୟରେ କରୋନା ନେଲା ୨ ମୁଣ୍ଡ

ରାଜ୍ୟରେ କରୋନା ନେଲା ୨ ମୁଣ୍ଡ

ଭୁବନେଶ୍ୱର, ରାଜ୍ୟରେ ଗତ ୨୪ଘଣ୍ଟାରେ ଆଉ ୨ ଜଣଙ୍କ ଜୀବନ ନେଲା କୋରୋନା । ଏହାକୁ ମିଶାଇ ରାଜ୍ୟରେ କୋରୋନା ଜନିତ ମୋଟ ମୃତ୍ୟୁସଂଖ୍ୟା ୧୮୭୩ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଜଣେ ଭୁବନେଶ୍ୱରର ଏବଂ ଜଣେ ପୁରୀ ଜିଲ୍ଲାର । ଯାହା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।