ମାଲକାନଗିରି, ଛତିଶଗଡ଼ ଯବାନଙ୍କୁ ମିଳିଛି ସଫଳତା । ଯବାନଙ୍କ ଗୁଳିରେ ଟଳିଲେ ଦୁଇ ହାର୍ଡ଼କୋର ମାଓବାଦୀ । ସୂଚନା ଥାଉକି, ଓଡ଼ିଶା ମାଲକାନଗିରି ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡ଼ା ନିକଟରେ ଥିବା ଜଙ୍ଗଲରେ ମାଓବାଦୀ ମାନେ କ୍ୟାମ୍ପ କରୁଥିବା ଖବର ପାଇ କମ୍ବିଂ ଅପରେସନ କରିଥିଲେ ଯବାନ । ଏହି ସମୟରେ ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିଲା । ଯବାନମାନଙ୍କ ଗୁଳିରେ ଦୁଇ ମହିଳା ମାଓବାଦୀ ମୃତ୍ୟୁବରଣ କରିଛନ୍ତି । ତେବେ ଏନକାଉଣ୍ଟର ସମୟରେ ଅନ୍ୟାନ୍ୟ ମାଓବାଦୀ ସ୍ଥାନ ଛାଡ଼ି ପଳାଇଛନ୍ତି । ପରେ ଘଟଣାସ୍ଥଳରୁ ବନ୍ଧୁକ, ମାରଣାସ୍ତ୍ର ଓ ମାଓ ସାମଗ୍ରୀ ଜବତ କରିଛନ୍ତି ଯବାନ ମାନେ ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ