ବାଲେଶ୍ୱର, ଜିଲ୍ଲାର ଭୋଗରାଇ ବ୍ଲକ ନିକଟସ୍ଥ ୟୁକୋ ବ୍ୟାଙ୍କ ଶାଖାରୁ ଦିନ ଦ୍ୱିପ୍ରହରରେ ଲୁଟ୍ ହୋଇଛି । ବନ୍ଧୁକ ଦେଖାଇ ଦୁର୍ବୃତ୍ତମାନେ ବ୍ୟାଙ୍କ କର୍ମଚାରୀଙ୍କଠାରୁ ୨୦ଲକ୍ଷ ଟଙ୍କା ଲୁଟି ନେଇଛନ୍ତି । ସମୁଦାୟ ୬ଜଣ ଦୁର୍ବୃତ୍ତ ଥିବା ଜଣାପଡ଼ିଛି । ପ୍ରକାଶ ଥାଉକି, ପ୍ରଥମେ ୬ ଜଣ ଯବକ ଯୁବକ ଗ୍ରାହକ ସାଜି ବ୍ୟାଙ୍କ ଭିତରେ ପ୍ରବେଶ କରିଥିଲେ । ପରେ ବ୍ୟାଙ୍କ କର୍ମଚାରୀଙ୍କ ଆବଭାବ ଦେଖି, କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଟଙ୍କା ନେଇ ୨ଟି ବାଇକରେ ଫେରାର ହୋଇଯାଇଥିଲେ । ତେବେ ଖବରପାଇ ନିକଟସ୍ଥ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଏହାର ତଦନ୍ତ ଆରମ୍ଭ କରିଦେଇଛି ।
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା