ଭୁବନେଶ୍ୱର, ଆଜି ରାଜ୍ୟରୁ ୨୩୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୧୩୪ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୯୬ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଆଜି ଅନୁଗୁଳ ୨୪, ବାଲେଶ୍ୱର ୧୦, ବରଗଡ଼ ୧୭, ଭଦ୍ରକ ୨ , ବଲାଙ୍ଗୀର ୧୮, ବୌଧ ୨, କଟକ ୧୨, ଦେଓଗଡ ୧, ଗଞ୍ଜାମ ୪ ,ଜଗତସିଂହପୁର ୫, ଯାଜପୁର ୧୫, ଝାରସୁଗୁଡା ୧୪, କଳାହାଣ୍ଡି ୧, କେନ୍ଦ୍ରାପଡା ୬, କେଉଁଝର ୩, ଖୋର୍ଦ୍ଧା ୧୨, ମୟୁରଭଞ୍ଜ ୧୧, ନବରଙ୍ଗପୁର ୧, ନୂଆପଡା ୧୧, ପୁରୀ ୧୦ , ସମ୍ବଲପୁର ୧୫, ସୋନପୁର ୪, ସୁନ୍ଦରଗଡ ୩୦ ପଜିଟିଭ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୩୩୧୧୫୧, ସୁସ୍ଥ ସଂଖ୍ୟା ୩୨୭୦୦୮, ସମୁଦାୟ ସକ୍ରିୟ ସଂଖ୍ୟା ୨୨୦୨, ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି ୨୩୦ ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ