ରାଜ୍ୟରୁ ୨୩୪ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ଦୈନିକ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ | ଆଜି ରାଜ୍ୟରୁ ୨୩୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୧୩୯ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୯୫ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୩୩୯୬୯୪, ସୁସ୍ଥ ସଂଖ୍ୟା ୩୩୬୪୦୯, ସମୁଦାୟ ସକ୍ରିୟ ସଂଖ୍ୟା ୧୩୧୩, ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି ୭୨ |

Leave A Reply

Your email address will not be published.