You are currently viewing କରୋନାରେ ତିନି ମୃତ

କରୋନାରେ ତିନି ମୃତ

ଭୁବନେଶ୍ୱର, ରାଜ୍ୟରେ କରୋନାରେ ତିନିଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଜଣେ ବଲାଙ୍ଗିର, ଗଞ୍ଜାମ ଓ ସମ୍ବଲପୁର ଜିଲ୍ଲାର ବୋଲି ଜଣାପଡିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୩୮ରେ ପହଞ୍ଚିଛି ।ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ଏଠାରେ ସୂଚନାଯୋଗ୍ୟ ଯେ, ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩୧୦୮ ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।