ଭୁବନେଶ୍ୱର,ରାଜ୍ୟରେ ଗତ ୨୪ଘଣ୍ଟାରେ ଆଉ ୩ ଜଣଙ୍କ ଜୀବନ ନେଲା କୋରୋନା । ଏହାକୁ ମିଶାଇ ରାଜ୍ୟରେ କୋରୋନା ଜନିତ ମୋଟ ମୃତ୍ୟୁସଂଖ୍ୟା ୧୮୭୧କୁ ବୃଦ୍ଧି ପାଇଛି । ଭଦ୍ରକ, ବଲାଙ୍ଗିର ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୩୨୯୩୦୬, ସୁସ୍ଥ ସଂଖ୍ୟା ୩୨୪୭୭୫, ସମୁଦାୟ ସକ୍ରିୟ ସଂଖ୍ୟା ୨୬୦୭ ,ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି ୩୮୩ ।
ଚାଲିଛି ନୂଆ ସଂସଦ ଭବନର ଉଦଘାଟନହୋଟେଲରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟଆଶ୍ୱସ୍ତି ଦେଇଛି କାଳବୈଶାଖୀରାସ୍ତା ସଫା କର ବିଜୁଳି ସଂଯୋଗ ଦିଅକାଳବୈଶାଖୀ ବର୍ଷା ଆଣିଲା ଆଶ୍ୱସ୍ତିଏଥର ମାଗଣା wifi ଓ 1 GB ଡାଟାANS NEWS SUPERFAST [email protected]ଆମ୍ବ ଗୋଟେଇବା ହେଲା କାଳକାହିଁକି ହତ୍ୟା କଲା ଗୋପାଳ ଦାସ ?ରେମୁଣା ଗୋଲେଇ ଛକରେ ଫୁଟିଲା ଗୁଳି