ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ଆଉ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି ଚାରି ଜଣଙ୍କୁ ମିଶାଇ ରାଜ୍ୟରେ ମୃତକଙ୍କ ସଂଖ୍ୟା ୧୮୪୬ ରେ ପହଞ୍ଚିଛି । ମୃତକଙ୍କ ମଧ୍ୟରେ ଜଣେ ଭୁବନେଶ୍ୱରରୁ, ଜଣେ ବାଲେଶ୍ୱରରୁ ଏବଂ ଜଣେ ସୁନ୍ଦରଗଡ ଜିଲ୍ଲାରୁ । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ