ଆନନ୍ଦପୁର, କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଅଞ୍ଚଳରେ ବଜ୍ରାଘାତରେ ୩ଜଣଙ୍କ ମୃତୁ୍ୟ ହୋଇଥିବା ଜଣାପଡ଼ିଛି । ଏହି ତିନି ଜଣ ବ୍ୟକ୍ତି ଜମିରେ କାମ କରୁଥିବା ସମୟରେ ଅଚାନକ ବଜ୍ରପାତ ହୋଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ସେମାନଙ୍କର ମୃତୁ୍ୟ ଘଟିଛି । ସୂଚନାଥାଉକି, ୩ଜଣ ବ୍ୟକ୍ତିଙ୍କୁ ଆନନ୍ଦପୁର ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ଡାକ୍ତର ସେଠାରେ ମୃତ ଘୋଷଣା କରିଥିଲେ । ଆନନ୍ଦପୁର ଅଞ୍ଚଳରେ ବର୍ଷା ସହ ବଜ୍ରପାତ ମଧ୍ୟ ହୋଇଥିଲା ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ