ଭୁବନେଶ୍ୱର, ୟୁକେ ଫେରନ୍ତା ଏବେ ମୁଣ୍ଡ ବିନ୍ଧାର କାରଣ ହୋଇଛନ୍ତି । ସେଠାରେ କରୋନାର ନୂଆ ଷ୍ଟ୍ରେନ ଚିହ୍ନଟ ହେବାପରେ ଏବେ ସବୁ ଦେଶ ସଜାଗ ରହିଛି । ସ୍ମାର୍ଟ ସିଟିରେ ୩ ବ୍ରିଟେନ ଫେରନ୍ତା କରୋନା ପଜେଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ଶରୀରରେ କରୋନାର ନୂଆ ଷ୍ଟ୍ରେନ ଅଛି କି ନାହିଁ, ସେଥିପାଇଁ ସେମାନଙ୍କ ରକ୍ତ ନମୁନା ପୁନେ ପଠାଯାଇଛି । ଏନେଇ ଏକ ପ୍ରେସମିଟ୍ରେ ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ