ନିଆଁ ଲାଗି ଜଳିଗଲା ୩୦ ବଖରା

ଜଗତସିଂହପୁର, ଜଗତସିଂହପୁର ଜିଲ୍ଲା ସଦର ଥାନା ଅନ୍ତର୍ଗତ ସୋମନାଥ ହାଟରେ ଏକ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ସୂଚନା ଅନୁସାରେ, ୩୦ରୁ ଅଧିକ ଦୋକାନ ଘର ଜଳିଯାଇଥିବା ଜଣାପଡ଼ିଛି । ସ୍ଥାନୀୟ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡ଼ିଛି । ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି ।

Leave A Reply

Your email address will not be published.