ଓଡ଼ିଶା, ପ୍ରାୟ ୩୦୦୦ରୁ ଅଧିକ ବ୍ୟାଙ୍କ କର୍ମଚାରୀଙ୍କ କରୋନା ଟେଷ୍ଟ ପଜିଟିଭ ହୋଇଛି । ରାଜ୍ୟ ସ୍ତରୀୟ ବ୍ୟାଙ୍କର୍ସ କମିଟିର ରିପୋର୍ଟ ଅନୁଯାୟୀ, ଓଡ଼ିଶାର ୩,୦୬୬ ବ୍ୟାଙ୍କ କର୍ମଚାରୀଙ୍କ ରିପୋର୍ଟ ସକରାତ୍ମକ ଆସିଛି । ରାଜ୍ୟରେ କରୋନା ଭାଇରସ୍ ସଂକ୍ରମଣ ହେତୁ ୧୪ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି । ଷ୍ଟେଟ୍ ବ୍ୟାଙ୍କରେ ସର୍ବାଧିକ ୯୬୮ ପଜିଟିଭ ଚିହ୍ନଟ କରାଯାଇଥିବା ବେଳେ ଜଣକର ମୃତ୍ୟୁ ଘଟିଛି । ଆକ୍ସିସ୍ ବ୍ୟାଙ୍କରେ ୩୯୦ ଜଣ କର୍ମଚାରୀ ପଜିଟିଭ ବାହାରିଛନ୍ତି । ଓଡିଶା ଗ୍ରାମ୍ୟ ବ୍ୟାଙ୍କରେ ୩ ଜଣ କର୍ମଚାରୀ କରୋନା ସଂକ୍ରମଣ ଯୋଗୁଁ ମୃତ୍ୟୁ ବରଣ କରସାରିଛନ୍ତି ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ