ଋାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୩୪୯ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ସେଥିମଧ୍ୟରୁ ୧୪୯ ଜଣ ସଙ୍ଗରୋଧରୁ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୧୫୧ ଜଣ ରହିଛନ୍ତି । ରାଜ୍ୟରେ ମୋଟ ୬୨ ଲକ୍ଷ ୧୩ ହଜାର ୧୭୪ ଜଣଙ୍କ ସ୍ୱାବ୍ ଟେଷ୍ଟ କରାଯାଇଥିବା ବେଳେ ସେଥିମଧ୍ୟରୁ ୩ଲକ୍ଷ ୨୧ ହଜାର ୯ଶହ ୧୩ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩ ଲକ୍ଷ ୧୬ ହଜାର ୪ଶହ ୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩ ହଜାର ୬ଶହ ୨୯ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଜଣାପଡ଼ିଛି ।
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା