ଭୁବନେଶ୍ୱର, ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଆଜି ରାଜ୍ୟରେ ୩୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୨୨୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୬୩ ଜଣ ଲୋକାଲ୍ କେସ୍ ରହିଛି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ଲକ୍ଷ ୨୨ ହଜାର ୨୯୯ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୩ ଲକ୍ଷ ୧୬ ହଜାର ୯୭୦ ଜଣ ସୁସ୍ଥ ହୋଇଥିବା ବେଳେ ୩ ହଜାର ୪ଶହ ୮୭ ଜଣ ଚିକିତ୍ସାଧୀନ ଅଛନ୍ତି ।
ଆମେରିକାରେ ଅନୁପ୍ରବେଶ କରୁଥିବା ୬ ଜଣଙ୍କ ମୃତ୍ୟୁକୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗୀର ଯାଇ ତଦନ୍ତ କରିବ କ୍ରାଇମବ୍ରାନଞ୍ଚମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କ ଝିଅକୁ ହତ୍ୟା ଧମକସ୍ୱାସ୍ଥ୍ୟପାଇଁ ଉପକାରୀ ଆମ୍ବପତ୍ର