You are currently viewing ରାଜ୍ୟରେ ୩୮୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ୩୮୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟରେ ୩୮୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୩୮୭ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୨୦ ଜଣ କ୍ୱାରେଣ୍ଟାଇନ୍ ଏବଂ ୧୬୭ ଟି ଲୋକାଲ୍ କେସ୍ । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ୩୮୭ ଟି ନୂଆ କେସ୍ ସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୩,୦୨୯ ରେ ପହଞ୍ଚିଛି । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ।

ଅନ୍ୟମାନଙ୍କୁ ଜଣାନ୍ତୁ।