ରାଜ୍ୟରେ ଆଜି ସର୍ବାଧିକ ୭୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ମଧ୍ୟ ଘଟିଛି । ମୃତ୍ୟୁ ହୋଇଥିବା ୪ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ଦୁଇ ଜଣ, ଅନୁଗୁଳରୁ ଜଣେ ଓ ଗଜପତିରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ମୃତକ ଚାରି ଜଣ କରୋନା ସହିତ ଅନ୍ୟ ରୋଗରେ ମଧ୍ୟ ପୀଡ଼ିତ ଥିଲେ ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ