ଭୁବନେଶ୍ବର, ଆଜି ରାଜ୍ୟରେ କରୋନା ନେଲା ଆଉ ୪ ମୁଣ୍ଡ | ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି | ଏହାକୁ ମିଶାଇ ରାଜ୍ୟରେ ମୃତକଙ୍କ ସଂଖ୍ୟା ୧୮୧୧କୁ ବୃଦ୍ଧି ପାଇଛି | ଆଜି ୪ ମୃତକଙ୍କ ମଧ୍ୟରେ ଜଣେ ୩୨ ବର୍ଷୀୟ ମହିଳା ଅଛନ୍ତି। ତାଙ୍କ ଘର ଢେଙ୍କାନାଳରେ। ଏହା ସହିତ ଭୁବନେଶ୍ୱର, ଗଞ୍ଜାମ, ଝାରସୁଗୁଡାରୁ ଜଣେ ଲେଖାଏଁ କରୋନା ରୋଗୀ ଆଖି ବୁଜିଛନ୍ତି।
ତେବେ ଆଜି ରାଜ୍ୟରୁ ୩୩୨ କରୋନା ପଜିଟିଭ ଚିହ୍ନଟ ହୋଇ ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୩୨୪୦୮୯ ବୃଦ୍ଧି ପାଇଛି |ରାଜ୍ୟରେ ସୁସ୍ଥ ସଂଖ୍ୟା ୩୧୯୦୬୯ | ସମୁଦାୟ ସକ୍ରିୟ ସଂଖ୍ୟା ୩୧୫୬ ,ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି ୩୮୬ |
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା