ରାଜ୍ୟରେ କରୋନା ନେଲା 4 ମୁଣ୍ଡ

ଭୁବନେଶ୍ୱର, ରାଜ୍ୟରେ ଗତ 24 ଘଣ୍ଟା ମଧ୍ୟରେ କରୋନାରେ ଆଉ 4 ଜଣଙ୍କର ମୃତ୍ୟୁ ଘଟିଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହିତ ରାଜ୍ୟରେ କରୋନା ଜନିତ ମୋଟ ମୃତ୍ୟୁ ସଂଖ୍ୟା 1868 କୁ ବୃଦ୍ଧି ପାଇଛି । ଯାହା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.