You are currently viewing ରାଜ୍ୟରେ କରୋନା ନେଲା ୪ ମୁଣ୍ଡ

ରାଜ୍ୟରେ କରୋନା ନେଲା ୪ ମୁଣ୍ଡ

ଭୁବନେଶ୍ୱର, ରାଜ୍ୟରେ ଗତ ୨୪ଘଣ୍ଟାରେ ଆଉ ୪ ଜଣଙ୍କ ଜୀବନ ନେଲା କୋରୋନା । ଏହାକୁ ମିଶାଇ ରାଜ୍ୟରେ କୋରୋନା ଜନିତ ମୋଟ ମୃତ୍ୟୁସଂଖ୍ୟା ୧୮୮୦ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଜଣେ ଭୁବନେଶ୍ୱର, ଜଣେ ବଲାଙ୍ଗୀର, ଜଣେ କଟକ ଏବଂ ଅନ୍ୟ ଜଣେ ଖୋର୍ଦ୍ଧା ଜିଲ୍ଲାର। ଯାହା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।