ରାଜ୍ୟରୁ କରୋନା ନେଲା ଆଉ ୪ ମୁଣ୍ଡ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ କରୋନାରେ ଆଉ ୪ ଜଣଙ୍କର ମୃତ୍ୟୁ ଘଟିଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୋଟ ମୃତ୍ୟୁ ସଂଖ୍ୟା ୧,୮୬୧କୁ ବୃଦ୍ଧି ପାଇଛି ଯାହା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି

Leave A Reply

Your email address will not be published.