ଭୁବନେଶ୍ୱର, ଓଡ଼ିଶାକୁ ୧୮୪ ଜଣ ବ୍ରିଟେନରୁ ଆସିଥିବା ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର । ସେମାନଙ୍କ ମଧ୍ୟରୁ ୭ଜଣଙ୍କ ରିପୋର୍ଟ ପଜେଟିଭ୍ ଆସିଛି । କିନ୍ତୁ ଏହି ସଂକ୍ରମିତଙ୍କ ପାଖରେ କୋଭିଡ଼ ଭାଇରସର ନୂଆ ଷ୍ଟ୍ରେନ ଲକ୍ଷଣ ନଥିବା କହିଛନ୍ତି ସ୍ୱାସ୍ଥ୍ୟ ସଚିବ । ଅଗାମାୀ ଦିନରେ ରାଜ୍ୟରେ ଟିକାକରଣ ପାଇଁ ରାଜ୍ୟ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି ବୋଲି ମଧ୍ୟ ସୂଚନା ଦେଇଛନ୍ତି ସ୍ୱାସ୍ଥ ସଚିବ ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ