ରାଜ୍ୟସଭାର ୬୧ଜଣ ସାଂସଦ ଶପଥ ଗ୍ରହଣ କରିଛନ୍ତି । ଓଡ଼ିଆରେ ଶପଥ ନେଇଛନ୍ତି ଓଡ଼ିଶାରୁ ନିର୍ବାଚିତ ୪ଜଣ ସାଂସଦ । ୪ଜଣ ସାଂସଦ ସୁବାସ ସିଂ, ମୁନ୍ନା ଖାଁ, ସୁଜିତ କୁମାର ଓ ମମତା ମହନ୍ତ ଶପଥ ନେଇଛନ୍ତି । ସୂଚନାଥାଉକି, ଏହି ସଦସ୍ୟମାନେ ଏପ୍ରିଲ୍ ମାସରେ ଶପଥ ଗ୍ରହଣ କରିବାକୁ ଥିବାବେଳେ, କରୋନା ପାଇଁ ବାତିଲ କରାଯାଇଥିଲା। ସମସ୍ତ କୋଭିଡ କଟକଣାକୁ ମାନି ଏହି ଶପଥ ଗ୍ରହଣ ଉତ୍ସବ ହୋଇଛି ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ