ରାଜ୍ୟରେ ଆଉ ୪୦୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟରେ ୪୦୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୪୦୯ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୩୪ ଜଣ କ୍ୱାରେଣ୍ଟାଇନ୍‌ ଏବଂ ୧୭୫ଟି ଲୋକାଲ୍ କେସ୍ । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ୪୦୯ଟି ନୂଆ କେସ୍ ସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୦,୮୦୩ ରେ ପହଞ୍ଚିଛି ।

Leave A Reply

Your email address will not be published.