You are currently viewing ଆଜି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆଜି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

  • Post category:ଓଡିଶା
  • Reading time:1 mins read

ପୁରୀ(ଏଏନଏସ)୨୨/୦୨, ଆଜି ଶ୍ରୀମନ୍ଦିରରେ ଚତ୍‌ୁର୍ଦ୍ଧା ବିଗ୍ରହଙ୍କର ବନକଲାଗି ନୀତି । ଏଥିପାଇଁ ଆଗି ୪ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ । ଦ୍ୱିତୀୟ ଭୋଗ ମଣ୍ଡପ ପରେ ଅନୁଷ୍ଠିତ ହେବ ଏହି ଗୁପ୍ତ ସେବା । ତେଣୁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବକ। ହରିତାଳ, ହିଙ୍ଗୁଳ, କସ୍ତୁରୀ ଓ କଳା ଧଳା ଆଦି ପାରମ୍ପରିକ ରଙ୍ଗରେ ଶ୍ରୀମୁଖ ଶୃଙ୍ଗାର କରାଯିବ।

ଅନ୍ୟମାନଙ୍କୁ ଜଣାନ୍ତୁ।