ଭୁବନେଶ୍ୱର, ରାଜ୍ୟରେ କରୋନାରେ ପୁଣି ୫ ଜଣଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଜଗତସିଂହପୁର, ନୟାଗଡ଼ ଓ ପୁରୀରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୭୬୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ମନରୁ ପାପ ଦୂର କରିବା ପାଇଁ କରନ୍ତୁ ମା’ ଗୌରୀଙ୍କ ପୂଜାANS NEWS SUPERFAST [email protected]ଘୋଷଣା ହେଲା ଝାରସୁଗୁଡ଼ା ଉପନିର୍ବାଚନ ତାରିଖସାବରକରଙ୍କ ବିରୋଧରେ ଟିପ୍ସଣୀ ଦେବେନି ରାହୁଲ ଗାନ୍ଧୀଆଙ୍ଗୁଠି ଫୁଟାଇବା ହୋଇପାରେ କ୍ଷତିକାରକଦୂର ହେବ ଶୀତଳ ଭଣ୍ଡାର ସମସ୍ୟାଗାଡି ଚଲାଇ ଧରାପଡିଲେ ନାବାଳକଏନସିପି ନେତା ଫେରିପାଇଲେ ସାଂସଦ ପଦମେ ୧୦ରେ କର୍ଣ୍ଣାଟକରେ ବିଧାନସଭା ଭୋଟ୩୦ ବର୍ଷ ଧରି ବଧୂବେଶ