ଭୁବନେଶ୍ୱର, ରାଜ୍ୟରେ ଆଉ ୫ ଜଣ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୬୦ରେ ପହଂଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । ଆଜିର ମୃତକଙ୍କ ମଧ୍ୟରେ କେନ୍ଦୁଝରରୁ ସର୍ବାଧିକ ୨ ଜଣ ଅଛନ୍ତି । ସେହିପରି ମାଲକାନଗିରି, ମୟୂରଭଞ୍ଜ ଓ ନୂଆପଡାରୁ ଜଣେ ଲେଖାଏଁ କୋରାନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ