You are currently viewing ଆଜି କରୋନା ନେଲା ୫ମୁଣ୍ଡ

ଆଜି କରୋନା ନେଲା ୫ମୁଣ୍ଡ

ଭୁବନେଶ୍ୱର, ରାଜ୍ୟରେ କମୁଛି କରୋନା ସଂକ୍ରମଣ । ୨୪ ଘଂଟାରେ ରାଜ୍ୟରେ ଆଉ ୫ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୩୯ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ କରି ସୂଚନା ଦେଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧ ଜିଲ୍ଲାରୁ ସର୍ବଧିକ ୩ ଜଣ ଅଛନ୍ତି ଏବଂ ନୂଆପଡା ଜିଲ୍ଲାରୁ ୨ ଜଣ ପ୍ରାଣ ହରାଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।