ଭୁବନେଶ୍ବର, ଆଜି ବିଧାନସଭା ମୌସୁମୀ ଅଧିବେଶନ ପୂର୍ବରୁ ସୁରକ୍ଷାକୁ ଦୃଷ୍ଟିରେ ରଖି ବିଧାୟକ ଓ ମନ୍ତ୍ରୀମାନଙ୍କର କରୋନା ପରୀକ୍ଷା କରାଯାଇଥିଲା। ଏବେ ପୁଣି ୫ ବିଧାୟକ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜଣାଯାଇଛି । ଏହି ବିଧାୟକମାନେ ହେଲେ ବିକ୍ରମ ପଣ୍ଡା, ଅଙ୍ଗଦ କହଁର, ସରୋଜ ମେହେର, ଜୟନ୍ତ ଷଡଙ୍ଗୀ ଓ ଭୁଦାନ ମୁର୍ମୁ । ଗତକାଲି ୨୫ ବିଧାୟକଙ୍କ କୋଭିଡ ନମୁନା ପରୀକ୍ଷା ହୋଇଥିଲା ୧୪ ବିଧାୟକ ପଜିଟିଭ ଚିହ୍ନଟ ହୋଇଥିଲେ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ