କଟକ, କଟକ ବଡ଼ ଡାକ୍ତରଖାନାର ବହୁ ପ୍ରତୀକ୍ଷିତ କଟକ ୫୦୦ ଶଯ୍ୟା ବିଶିଷ୍ଟ କୋଭିଡ୍ ହସ୍ପିଟାଲ ଲୋକାର୍ପିତ ହୋଇଛି। ହସ୍ପିଟାଲରେ ୮୦ଟି ଆଇସିୟୁ ବେଡ୍ର ବ୍ୟବସ୍ଥା ରହିଥିବାବେଳେ ଏସ୍ସିବି ନ୍ୟୁ ମେଡିସିନ ୱାର୍ଡରେ ୨୦୦ବେଡ୍, ଆଇସୋଲେସନ ୱାର୍ଡରେ ୨୭୦ ବେଡ୍, ସ୍ତ୍ରୀ-ରୋଗ ଓ ପ୍ରସୂତି ବିଭାଗରେ ୩୦ ବେଡ୍, ଗୋଟିଏ ଓଟି ଓ ୧୦ଟି ଲେବର ଟେବୁଲ ବ୍ୟବସ୍ଥା ରହିଛି। ଆର୍ଡିସି ଅନିଲ କୁମାର ସାମଲ ୫୦୦ ଶଯ୍ୟା ବିଶିଷ୍ଟ ଏହି କୋଭିଡ୍ ହସ୍ପିଟାଲକୁ ଉଦ୍ଘାଟନ କରିଛନ୍ତି ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ