You are currently viewing ୫ ସହ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

୫ ସହ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୫ ସହ ଟପିଲା ଦିନକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା | ଆଜି ରାଜ୍ୟରୁ ୫୭୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୩୩୭ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୨୩୬ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୩୪୩୨୬୮, ସୁସ୍ଥ ସଂଖ୍ୟା ୩୩୭୯୩୫, ସମୁଦାୟ ସକ୍ରିୟ ସଂଖ୍ୟା ୩୩୫୮, ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି ୩୦୦|

ଅନ୍ୟମାନଙ୍କୁ ଜଣାନ୍ତୁ।