ଆଜି ରାଜ୍ୟରୁ ଆଉ ୫ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ଆଜି ରାଜ୍ୟରେ କରୋନାରେ ଆଉ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୨୫କୁ ବୃଦ୍ଧି ପାଇଛି ।୫ ଜଣ ମୃତକଙ୍କ ମଧ୍ୟରୁ ୨ ଜଣ ସୁନ୍ଦରଗଡ଼ରୁ ହୋଇଥିବା ବେଳେ ବାଲେଶ୍ୱର, ଜଗତସିଂହପୁର ଓ ପୁରୀରୁ ଜଣେ ଲେଖାଏଁ ଅଛନ୍ତି।

Leave A Reply

Your email address will not be published.