ରାଉରକେଲା, ସ୍ମାର୍ଟ ସିଟି ରାଉରକେଲାରେ ପହଞ୍ଚିଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ । ତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭିନିଲ କ୍ରିଷ୍ଣା, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ ମଧ୍ୟ ଅଛନ୍ତି । ବିଶ୍ୱର ବଡ଼ ହକି ଷ୍ଟାଡ଼ିୟମ ସର୍ଭେ ପାଇଁ ସେଠାରେ ପହଞ୍ଚିଛନ୍ତି । ସୂଚନାଥାଉକି, ରାଜ୍ୟସରକାରଙ୍କ ଘୋଷଣା ମୂତାବକ ରାଉରକେଲାରେ ଅନୁଷ୍ଠିତ ହେବ ବିଶ୍ୱର ସବୁଠାରୁ ବଡ଼ ହକି ଷ୍ଟାଡ଼ିୟମ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍