ରାଜ୍ୟରେ କରୋନା ଆଉ ୬ଟି ମୁଣ୍ଡ ନେଇଛି। ଏହାକୁ ମିଶାଇଲେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦କୁ ବୃଦ୍ଧି ପାଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି । କରୋନାରେ ପ୍ରାଣ ହରାଇଥିବା ୬ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ଜଣ, କଟକରୁ ଜଣେ ଓ ଭୁବନେଶ୍ୱରରେ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ