ରାଜ୍ୟରେ ଆଜି ୨୭ଜିଲ୍ଲାରୁ ସର୍ବାଧିକ ୧୨୬୪କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬ଜଣଙ୍କ ଜୀବନ ନେଇଛି କରୋନା । ମୃତ୍ୟୁ ହୋଇଥିବା ୬ଜଣଙ୍କ ମଧ୍ୟରୁ ୫ଜଣ ଗଞ୍ଜାମ ଜିଲ୍ଲାର ଓ ସେଠାରେ ମୃତ୍ୟୁ ସଂଖ୍ୟା ୬୭କୁ ବୃଦ୍ଧି ପାଇଛି । ଅନ୍ୟ ଜଣେ ଖୋର୍ଦ୍ଧା ଜିଲ୍ଲାର ଓ ସେଠାରେ ମୃତ୍ୟୁ ସଂଖ୍ୟା ୧୫ରେ ପହଞ୍ଚିଥିବା ନେଇ ସୂଚନା ମିଳିଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମନରୁ ପାପ ଦୂର କରିବା ପାଇଁ କରନ୍ତୁ ମା’ ଗୌରୀଙ୍କ ପୂଜାANS NEWS SUPERFAST [email protected]ଘୋଷଣା ହେଲା ଝାରସୁଗୁଡ଼ା ଉପନିର୍ବାଚନ ତାରିଖସାବରକରଙ୍କ ବିରୋଧରେ ଟିପ୍ସଣୀ ଦେବେନି ରାହୁଲ ଗାନ୍ଧୀଆଙ୍ଗୁଠି ଫୁଟାଇବା ହୋଇପାରେ କ୍ଷତିକାରକଦୂର ହେବ ଶୀତଳ ଭଣ୍ଡାର ସମସ୍ୟାଗାଡି ଚଲାଇ ଧରାପଡିଲେ ନାବାଳକଏନସିପି ନେତା ଫେରିପାଇଲେ ସାଂସଦ ପଦମେ ୧୦ରେ କର୍ଣ୍ଣାଟକରେ ବିଧାନସଭା ଭୋଟ୩୦ ବର୍ଷ ଧରି ବଧୂବେଶ