ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୭୮୪କୁ ଛୁଇଁଛି । ମୃତକଙ୍କ ମଧ୍ୟରେ ପୁରୀରୁ ୨ ଜଣ ହୋଇଥିବା ବେଳେ ସୁନ୍ଦରଗଡ଼, ସମ୍ବଲପୁର, ଖୋର୍ଦ୍ଧା ଓ ଝାରସୁଗୁଡାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଥିବା ସୂଚନା ମିଳିଛି ।
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା