ଭୁବନେଶ୍ୱର, ଆଜି ରାଜ୍ୟରୁ 60 କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ 36 ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ 24 ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା 335211, ସୁସ୍ଥ ସଂଖ୍ୟା 332239, ସମୁଦାୟ ସକ୍ରିୟ ସଂଖ୍ୟା 1013 ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି 136 ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍