ଭୁବନେଶ୍ୱର- ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି ଗଞ୍ଜେଇ କାରବାର । କୋରାପୁଟ ଜିଲ୍ଲାର ଲମତାପୁଟରୁ ୬ କ୍ୱିଣ୍ଟାଲ ଗଞ୍ଜେଇ ଜବତ ହୋଇଛି । ଆନ୍ଧ୍ରପ୍ରଦେଶରୁ ଜୟପୁର ଅଞ୍ଚଳକୁ ଗଞ୍ଜେଇ ଚୋରାଚାଲାଣ ହେଉଥିବା ବେଳେ ଜବତ କରିଛି ପୋଲିସ । ରାତିରେ ବିଭିନ୍ନ ସ୍ଥାନରେ ପୋଲିସ ପେଟ୍ରୋଲିଂ କରୁଥିବା ସମୟରେ ଏକ ଗଞ୍ଜେଇ ଭର୍ତ୍ତି ପିକଅପ ଗାଡିକୁ ପୋଲିସ ଜବତ କରିଛି । ଏଥିରୁ ପ୍ରାୟ ୬୦୦ କିଲୋଗ୍ରାମର ଗଞ୍ଜେଇ ଜବତ ହୋଇଛି ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୮ ଲକ୍ଷ ଟଙ୍କା ବୋଲି ଜଣାପଡିଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍