ଆଜି ରାଜ୍ୟରୁ 63 କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ଆଜି ରାଜ୍ୟରୁ 63 କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ 38 ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ 25 ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା 337992,, ସୁସ୍ଥ ସଂଖ୍ୟା 335322, ସମୁଦାୟ ସକ୍ରିୟ ସଂଖ୍ୟା 700, ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି 72 ।

Leave A Reply

Your email address will not be published.