ରାଜ୍ୟରୁ ୬୫ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ଆଜି ରାଜ୍ୟରୁ ୬୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୩୭ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୨୮ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୩୩୮୩୨୩, ସୁସ୍ଥ ସଂଖ୍ୟା ୩୩୫୭୩୦, ସମୁଦାୟ ସକ୍ରିୟ ସଂଖ୍ୟା ୬୨୨, ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି ୭୦|

Leave A Reply

Your email address will not be published.