ଝାରସୁଗୁଡା-୧୫.୦୫.୨୦୨୧, ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ।ସଂକ୍ରମଣକୁ ଏଡାଇବା ପାଇଁ ରାଜ୍ୟରେ ଲକଡାଉନ ସଟଡାଉନ ଲାଗୁ ହୋଇଛି ।ପରେ ମଧ୍ୟ ରାଜ୍ୟରେ ସଂକ୍ରମଣ କମୁନାହିଁ। ରାଜ୍ୟର ବିଭିନ୍ନ ସ୍ଥାନରୁ ଅନେକ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି। ତେବେ କରୋନା ପ୍ରକୋପ ଜେଲଗୁଡିକରେ ମଧ୍ୟ ଦେଖାଦେଉଛି । ରାଜ୍ୟର ବିଭିନ୍ନ ଜେଲ ଭିତରୁ କଏଦୀ ମାନଙ୍କ ରିପୋର୍ଟ କରୋନା ପଜିଟିଭ୍ ଚିହ୍ନଟ ହେଉଛନ୍ତି । ଏବେ ଝାରସୁଗୁଡା ସବଜେଲ୍ ରେ ବି କରୋନା । ଝାରସୁଗୁଡା ସବଜେଲ୍ ରେ ୬୮ କଏଦୀ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜେଲରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଉପକାରଗାରରେ ମୋଟ୍ ୨୮୨ କଏଦୀଙ୍କ କୋଭିଡ୍ ଟେଷ୍ଟ କରାଯାଇଥିଲା । ସେଥିମଧ୍ୟରୁ ୬୮ ଜଣଙ୍କ ରିପୋର୍ଟ ଆଜି ପଜିଟିଭ୍ ଆସିଛି । ସମସ୍ତଙ୍କୁ ଜେଲ ଭିତରେ ଆଇସୋଲେସନ ୱାର୍ଡରେ ରଖାଯାଇଛି ।
ଏଠାରେ ସୂଚନାଯୋଗ୍ୟ ଯେ, ଗତକାଲି ବ୍ରହ୍ମପୁର ମଣ୍ଡଳ କାରାଗାରରେ ୪୮ ଜଣ ବିଚାରାଧୀନ କଏଦୀ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍